ଗୌତମ ଆଦାନୀ ଓ ତାଙ୍କ ପୁତୁରା ସାଗରଙ୍କ ବିରୋଧରେ ଗିରଫ ଓ୍ୱାରେଣ୍ଟ ଜାରି ହୋଇଛି।
ଖୁବଶୀଘ୍ର ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ ବୋଲି ଲତିକା କହିଛନ୍ତି।
ଏହି ଘଟଣା ପରେ ଧର୍ମଶାଳାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଗତ ରାତିରୁ ପୁଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଖୋଜୁଛି। ଏହି ମାମଲାରେ ପୁଲିସ ୬ ଜଣଙ୍କୁ ଅଟକ ରଖିଛି ।
ଯେଉଁ ହେୟାର ଡ୍ରାୟର୍ରେ ବିସ୍ଫୋରଣ ହୋଇଥିଲା ତାହା କିଛି ଦିନ ତଳେ ହିଁ କୁରିଅରରେ ଆସିଥିଲା।
ଆଜି ଘରେଏହାକୁ ବନାନ୍ତୁ । ନିଜେ ଖାଆନ୍ତୁ ଓ ଘର ପରିବାର ଲୋକଙ୍କୁ ପରଷନ୍ତୁ।
ବାଲିଯାତ୍ରା ବୁଲିବାକୁ ଦୂରଦୂରାନ୍ତରୁ ଲୋକେ ଏଠାକୁ ଆସିଥାନ୍ତି। ମାତ୍ର ଏବେ ଆଉ ବର୍ଷଯାକ ଅପେକ୍ଷା କରିବାକୁ ପଡ଼ିବନି। କାରଣ ବର୍ଷସାରା ମହାନଦୀ ପଠାରେ ହେବ ମିନି ବାଲି ଯାତ୍ରା।
ମୃତକଙ୍କ ମଧ୍ୟରେ ଏକ ୫ ମାସର ଶିଶୁ ମଧ୍ୟ ରହିଛି। ସେହିପରି ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
ଗଞ୍ଜାମ ଜିଲ୍ଲାର ବିଭିନ୍ନ ଥାନାରେ ୨୫ରୁ ଉର୍ଦ୍ଧ ଅପରାଧିକ ମାମଲା ତାଙ୍କ ନାମରେ ରହିଛି । ଏଥିସହ ଜିଲ୍ଲାର ୧୦ଟି ଥାନା ତାଙ୍କୁ ଖୋଜିବାରେ ବିଫଳ ହୋଇଥିଲା।
ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ନକ୍ସଲ ଥିବା ସୁରକ୍ଷା କର୍ମୀମାନେକୌଣସି ସୂତ୍ରରୁ ଖବର ପାଇଥିଲା।
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
ଛାତରୁ ମାଙ୍କଡ଼ ସିଧା ଡେଇଁଲା କାର ଉପରକୁ। ସନରୁଫ୍ କାଚ ଭାଙ୍ଗି ଦେଇ ସୁନା ପିଲା ଭଳି ଚାଲିଗଲା। ଭାଇରାଲ ହେଉଛି ଭିଡଓ।
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
୬,୬୦୦ କୋଟି ଟଙ୍କାର ବିଟକଏନ ଠକେଇ ମାମଲାର ମାଷ୍ଟରମାଇଣ୍ଡ ହେଉଛନ୍ତି ଅମିତ ଭରଦ୍ୱାଜ ଓ ଅଜୟ ଭରଦ୍ୱାଜ। ସିବିଆଇ ଏହି ଦୁଇ ଜଣଙ୍କ ନାଁ ଏଫଆଇଆରରେ ଉଲ୍ଲେଖ କରିଛି। ହୃଦଘାତରେ ଅମିତ ପ୍ରାଣ ହରାଇ ସାରିଥିବା ବେଳେ ଅଜୟ ଏବେ ଫେରା
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବା
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
ପ୍ରଥମ ଟେଷ୍ଟରେ ଭାରତରର ନେତୃତ୍ୱ ନିୟମିତ ଅଧିନାୟକ ରୋହିତ ଶର୍ମା ନେବେ ନାହିଁ। ତାଙ୍କ ବଦଳରେ ସ୍ପିଡଷ୍ଟର ଯଶପ୍ରୀତ ବୁମ୍ରା କମାଣ ସମ୍ଭାଳିବେ।
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ଝାରଖଣ୍ଡର ମୋଟ ୮୧ଟି ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୪୧।
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁଶୀଲ କୁମାର ସିନ୍ଦେ ଓ ତାଙ୍କ ଝିଅ ପ୍ରଣୀତିସିନ୍ଦେ। ବିଗିଡ଼ିଲା ମହାବିକାଶ ଅଘାଡ଼ି ଗଣିତ।
ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫।
ଆଜିର ଫାଇନାଲରେ ଭାରତ ପକ୍ଷରୁ ଏକମାତ୍ର ଗୋଲ ଦୀପିକା ସ୍କୋର କରିଛନ୍ତି
ଭୋଟରଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଛି ପୁଲିସ। ଭିଡିଓ ଶେୟାର କରି ବଡ଼ ଅଭିଯୋଗ ଆଣିଲେ ଅଖିଲେଶ। କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ ଆୟୋଗଙ୍କୁ କଲେ ଦାବି।
ତାଙ୍କୁ ତୁରନ୍ତ ନାନା ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ନିଲମ୍ବିତ ହୋଇଥିବା ୭ ଜଣ ପୁଲିସ୍ ଅଫିସରଙ୍କ ମଧ୍ୟରୁ କାନପୁର ଓ ମୁଜାଫରନଗରରୁ ୨ ଜଣ ଲେଖାଏ ରହିଛନ୍ତି। ସେହିପରି ମୋରଦାବାଦରେ ୩ ଜଣ ପୁଲିସ୍ ଅଫିସରଙ୍କୁ ଡ୍ୟୁଟିରୁ ହଟାଯାଇଛି।
ପ୍ରବଳ ଭିଡ଼ ଥିବା ଟ୍ରେନ ବଗିରେ କାନ୍ଧରେ ଗୋଟିଏ ସାପ ଓ ହାତରେ ଗୋଟିଏ ସାପ ଧରି ଚଢ଼ିଲେ ଯୁବକ। ଜେନେରାଲ ବଗିର ଏହି ଦୃଶ୍ୟ ଏବେ ସୋଶାଲ ମିଡିଆରେ ହେଉଛି ଭାଇରାଲ।
ମାଡ଼ ମାରୁଥିବା ୩ ଜଣଙ୍କ ମଧ୍ୟରୁ ଜଣେ ଯୁବକ କଲେଜ ଛାତ୍ରଙ୍କ ଗାଲକୁ ମଧ୍ୟ ପଶୁଙ୍କ ଭଳି କାମୁଡ଼ି ଦେଇ ରକ୍ତାକ୍ତ କରି ଦେଇଛି।
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି
କ୍ଷମତାସୀନ ବିଜେପି ବୁର୍ଖା ପିନ୍ଧି ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ପ୍ରଶ୍ନ ଉଠାଇଛି। ବୁର୍ଖାରେ ଥିବା ଲୋକଙ୍କର ଭୋଟ ପରିଚୟ ଭଲ ଭାବେ ଯାଞ୍ଚ କରିବାକୁ ବିଜେପି ନିର୍ବାଚନ କମିଶନଙ୍କୁ କହିଛି।
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
ରୁଷ ନଭେମ୍ବର ୨୦ରେ ବଡ଼ଧରଣର ଏୟାର ଷ୍ଟ୍ରାଇକ କରିପାରେ ବୋଲି ଗୁଇନ୍ଦା ବିଭାଗ ରିପୋର୍ଟ ଦେବା ପରେ ଆମେରିକା ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି।
ଉତ୍ତର ପ୍ରଦେଶ ଉପନିର୍ବାଚନରେ ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା। ପରିବାରର ଅଭିଯୋଗକ୍ରମେ ସମାଜବାଦୀ ପାର୍ଟି ସମର୍ଥକଙ୍କୁ ଗିରଫ କଲା ପୁଲିସ।
ଆତ୍ମଘାତୀ ବିସ୍ଫୋରଣରେ ୧୨ ଜଣ ସୁରକ୍ଷାକର୍ମୀ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ସୁରକ୍ଷାକର୍ମୀମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଘର ଲୋକଙ୍କ ଦ୍ୱାରା ଗୁରୁମାଙ୍କ ପାଖକୁ ବାହାଘର ପ୍ରସ୍ତାବ ଆସିଥିଲେ ହେଁ ସେ ଏହାକୁପ୍ରତ୍ୟାଖ୍ୟାନ କରି ଦେଇଥିଲେ। ବାସ୍ ଏଥିରେ ରାଗି ଯାଇପାଗଳ ପ୍ରେମିକ ଜଣକ ସ୍କୁଲରେ ପଶି ଗୁରୁମାଙ୍କ ତଣ୍ଟି କାଟି ହତ୍ୟା କରିଛି।
ତିଲକ ଟିମ ଇଣ୍ଡିଆର ଟି-୨୦ ଅଧିନାୟକ ସୂର୍ଯ୍ୟ କୁମାର ଯାଦବଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି। ଟି-୨୦ ରାଙ୍କିଙ୍ଗରେ ସର୍ବଶ୍ରେଷ୍ଠ ଭାରତୀୟ ବ୍ୟାଟର ମଧ୍ୟ ବନି ଯାଇଛନ୍ତି।
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
ପୁଣେର ଜଣେ ପୂର୍ବତନ ଆଇପିଏସ୍ ଅଧିକାରୀ ଏନସିପି ନେତା ସୁପ୍ରିୟା ସୁଲେ ଏବଂ ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେଙ୍କୁ ବିଟକଏନ୍ ଅପବ୍ୟବହାର କରିଥିବା ଏବଂ ୨୦୧୮ରେ ବିଧାନସଭା ନିର୍ବାଚନରେ ସେହି ଟଙ୍କା ବ୍ୟବହା
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
ବଲିଉଡର ଖିଲାଡି କୁମାର ଭୋଟ ଦେବାରେଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।
ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ।
ରାଜ୍ୟରେ ଆଜିଠୁ ଖୋଲିବ ଧାନମଣ୍ଡି ।ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ନେଇଛନ୍ତି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
କାଲିଠୁ ବରଗଡ଼ ଓ ୨୧ରୁ ସମ୍ବଲପୁର ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ। ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରୁ ମୁକ୍ତି ପାଇବେ ଚାଷୀ। ଦଲାଲଙ୍କ ପ୍ରାଦୁର୍ଭବ ରୋକିବାକୁ ମନ୍ତ୍ରୀ ଓ ଅଫିସର ଜଗିବେ ମଣ୍ଡି।
ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନର ଏସପି ଭାବେ କାର୍ଯ୍ୟରତ ଅନୁପମା ଜେମସ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ତାଙ୍କୁ ଏନଆଇଏ ଏସପି ଭାବେ ନିଯୁକ୍ତି ମିଳିଛି । ସେ ୫ବର୍ଷ ପାଇଁ ଏନଏଆଇରେ କାର୍ଯ୍ୟ କରିବେ ।
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ଅଧିବେଶନ ପାଇଁ ବାଚସ୍ପତି ୨୫ତାରିଖ ସୋମବାର ସର୍ବଦଳୀୟ ବୈଠକ ଡାକିଛନ୍ତି ।
ସୂର୍ଯ୍ୟମ୍ ମାଓ ସଙ୍ଗଠନରେ ଥିବା ବେଳେ ପ୍ରେମରେ ପଡ଼ିଥିଲେ। ସେହି ସଂଗଠନରେ କାର୍ଯ୍ୟ କରୁଥିବା ପବିତ୍ରା ନାୟକଙ୍କୁ ସେ ପ୍ରେମ କରୁଥିଲେ। ପରବର୍ତ୍ତୀ ସେ ପବିତ୍ରାଙ୍କୁ ପ୍ରେମ ବିବାହ କରିଥିଲେ। ପ୍ରେମ ବିବାହ ପରେ ବେଶୀ ଦି
ଜେଲ୍ ଭିତରେ ଅଧିକ ସମୟ ପାଠପଢାରେ କାଟୁଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ଓଡ଼ିଶା ଷ୍ଟେଟ୍ ଓପନ ୟୁନିଭର୍ସିଟିରୁ ପବ୍ଲିକ୍ ଆଡମିନିଷ୍ଟ୍ରେସନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବାକୁ ପଢୁଛନ୍ତି ପାଠ।
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।
ଓଡ଼ିଶାର ସୁନେଲିତା ଟୋପ୍ପୋ ନିଜର ଜଲୱା ଦେଖାଇ ୫୬ତମ ମିନିଟରେ ଲାରେମସିଆମିଙ୍କୁ ବଲ ପାସ୍ କରିବାରୁ ସେ ଗୋଲ କରିବାକୁ ସକ୍ଷମ ହୋଇଛନ୍ତି। ଆସନ୍ତାକାଲି ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ମହିଳା ଦଳ ଫାନାଲରେ ଚାଇନାକୁ ଭେଟିବ।
ରାଜ୍ୟବ୍ୟାପୀକ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍।
ରୁଷର ପରମାଣୁ ହମଲା ଧମକ ସତ୍ତ୍ୱେ ୟୁକ୍ରେନ ପକ୍ଷରୁ ଆମେରିକା ନିର୍ମିତ ୬ଟି ଲଙ୍ଗ ରେଞ୍ଜ ମିସାଇଲ ମସ୍କୋ ଉପରେ ମାଡ଼ କରାଯାଇଛି।
ରାଜ୍ୟ ସରକାର ଆଜି ମଙ୍ଗଳବାର ‘ରାଜ୍ୟ ସୂଚନା କମିଶନ’ରେ ୪ଟି କମିଶନର(ସଦସ୍ୟ) ପଦବୀ ପୂରଣ ନିମନ୍ତେ ବିଜ୍ଞାପନ ଜାରି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀମାନେ ଡିସେମ୍ବର ୨୪ତାରିଖ ସୁଦ୍ଧା ଆବେଦନ କରିବାକୁ କୁହାଯାଇଛି ।
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
ଭାରତ ବ୍ୟତୀତ ଇଂଲଣ୍ଡ, ଅଷ୍ଟ୍ରେଲିଆ ଓ ନ୍ୟୁଜିଲ୍ୟାଣ୍ଡ ଭଳି ଦେଶ ମଧ୍ୟ ପାକିସ୍ତାନରେ ଆୟୋଜିତ ଦୃଷ୍ଟିହୀନ ଟି-୨୦ ବିଶ୍ୱକପରେ ସାମିଲ ହେଉ ନାହାନ୍ତି।
ସମାବେଶକୁ ସମ୍ବୋଧିତ କରି ଡ. ମହାପାତ୍ର ବସ୍ତିବାସିନ୍ଦାଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି।
ୟୁକ୍ରେନ ଓ ରୁଷ ମଧ୍ୟରେ ଆରମ୍ଭ ହୋଇଥିବା ଭୟଙ୍କର ଯୁଦ୍ଧ ଆଜି ୧୦୦୦ ଦିନରେ ପହଞ୍ଚିଛି।
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
ମାଟିତୋଟା ମୌଜାରେ ୧୦୯ଟି ରେଭିନ୍ୟୁ ପ୍ଲଟ ବେଆଇନ ଭାବେ ଜବରଦଖଲ ସହ ହସ୍ତାନ୍ତର ହୋଇଛି। ଯେଉଁମାନେ ଶ୍ରୀମନ୍ଦିର ଜମି ଅକ୍ତିଆର ବା ଏହି ଜମିରେ କୋଠା ନିର୍ମାଣ କରିଛନ୍ତି, ତାକୁ ଉଚ୍ଛେଦ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ
ଦିନକ ତଳେ ବିରାଟକାୟ ହସ୍ପିଟାଲକୁ ବେଶ ଭବ୍ୟ ଢଙ୍ଗରେ ଉଦଘାଟନ କରାଯାଇଥିଲା। ହେଲେ ଦିନକ ପରେ ନକଲି ଡାକ୍ତରମାନଙ୍କ ଅସଲ ଚେହେରା ସାମ୍ନାକୁ ଆସିଛି।
ବିମାନ ଉଡ଼ାଣରେ ବିଳମ୍ବ ପରେ ସୋଶାଲ ମିଡିଆରେ ପୋଷ୍ଟ କରି କ୍ଷୋଭ ଝାଡ଼ିଲେ ଯାତ୍ରୀ।
ଘରୋଇ କ୍ରିକେଟରେ ବେଶ ପରିଚିତ ଓଁକାର ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ସହ ମଧ୍ୟ ଆସିସଷ୍ଟାଣ୍ଟ କୋଚ ଭାବେ କାମ କରିଥିଲେ।
ଆସନ୍ତା ୨୪ ତାରିଖରୁ ଆରମ୍ଭ ହେଉଥିବା ମେଗା ଅକ୍ସନରେ ସେସାମିଲ ହେବେ।ପନ୍ତ ଜବରଦସ୍ତ ଫର୍ମରେ ଥିବାରୁ ତାଙ୍କୁ କିଣିବା ପାଇଁ ସବୁ ପ୍ରାଞ୍ଚାଇଜ ଚେଷ୍ଟା କରିବେ। ସେ ରେକର୍ଡ ଦରରେ ବିକ୍ରି ହେବେ ବୋଲି ମଧ୍ୟ କୁହାଯାଉଛି।
କେନ୍ଦ୍ରରେ କ୍ଷମତାସୀନ ବିଜେପି ରାଷ୍ଟ୍ରବାଦ ଏବଂ ଗୋଟିଏ ଦେଶ ଓ ନିର୍ବାଚନ କଥା କହୁଥିଲେ ମଧ୍ୟ ପ୍ରତ୍ୟେକ ଅଞ୍ଚଳର ଭାବନା ଓ ନିଜସ୍ୱ ପରିଚୟ ପାଇଁ ରହିଥିବା ଚେତନା ବିଷୟରେ ସମ୍ପୂର୍ଣ୍ଣ ସଚେତନ ଅଛନ୍ତି। ସେଥିପାଇଁ ଓଡ଼ିଶାରେ
ସ୍ୱାମୀଙ୍କ ସମ୍ପର୍କୀୟମାନେ ଯଦି ଜଣେ ମହିଳାଙ୍କ ଶରୀର ଓ ବେଶଭୂଷାକୁ ନେଇ ଆକ୍ଷେପ କରିବେ, ତା’ହେଲେ ଏହାକୁ ଘରୋଇ ହିଂସା ଭାବେ ବିବେଚନା କରାଯିବ।
ଭୋଟ୍ ପାଇଁ ଟଙ୍କା ବାଣ୍ଟିଥିବା ଅଭିଯୋଗ ପେରେ କାର୍ଯ୍ୟାନୁଷ୍ଠାନ।
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
ଅଭିଯୁକ୍ତମାନେ ଘଟଣା ବେଳର ଦୃଶ୍ୟକୁ ରେକର୍ଡ କରିଥିଲେ ଓ ଭିଡିଓ ବଦଳରେ ପୀଡ଼ିତାଙ୍କ ଠାରୁ ଟଙ୍କା ଆଦାୟ କରିବାକୁ ଚେଷ୍ଟା କରିଥିଲେ।
ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମହାରାଷ୍ଟ୍ରରେ ହାଇ ଡ୍ରାମା ଦେଖିବାକୁ ମିଳିଛି।
ପ୍ରଦୂଷଣରୁ ମୁକ୍ତି ପାଇଁ କୃତ୍ରିମ ବର୍ଷା କରାଇବାକୁ ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡିଛନ୍ତି।
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେଆପାୟିତ କରି ଖୁସି ହୋଇଥାଏ।
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
ହ୍ୱାଟସ୍ ଆପ୍ ସହ ଜଡିତ ପ୍ରାଇଭେସି ପଲିସିର ଅପବ୍ୟବହାର କରାଯାଇଥିବା ଅଭିଯୋଗରେ ଭାରତର କମ୍ପିଟିସନ୍ କମିସନ ଅଫ୍ ଇଣ୍ଡିଆ (CCI) ମେଟା ଉପରେ ୨୧୩.୧୪ କୋଟି ଟଙ୍କାର ଜରିମାନା ଲଗାଇଛି।